ଅର୍ଶାଦ ନଦୀମଙ୍କ କ୍ଷୋଭ: ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିବା ପରେ ମିଳିଥିବା ପୁରସ୍କାର ପ୍ରତିଶ୍ରୁତି ‘ମିଛ’ ନୂଆଦିଲ୍ଲୀ,୧୭।୭: ପାରିସ୍ ଅଲିମ୍ପିକ୍ସରେ ଭାରତର ନୀରଜ ଚୋପ୍ରାଙ୍କୁ ହରାଇ ବ୍ୟକ୍ତିଗତ ସ୍ୱର୍ଣ୍ଣ ପଦକ ଜିତିଥିବା ପାକିସ୍ତାନର ପ୍ରଥମ ଆଥଲେଟ୍ ଅର୍ଶାଦ ନଦୀମ ତାଙ୍କୁ ଦିଆଯାଇଥିବା ‘ମିଛ’ ପୁରସ୍କାର ପ୍ରତିଶ୍ରୁତିକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି। ଗତ ବର୍ଷ ପାରିସ୍ରେ ଅନୁଷ୍ଠିତ ଅଲିମ୍ପିକ୍ସରେ…