୮୨ ବର୍ଷରେ ମାଟ୍ରିକ ପରୀକ୍ଷା ଦେଇଥିଲେ ଏହି ମୁଖ୍ୟମନ୍ତ୍ରୀ, ରଖିଥିଲେ ଏତିକି ନମ୍ବର ଚଣ୍ଡିଗଡ଼,୨୦ା୧୨: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ଓମ୍ପ୍ରକାଶ ଚୌତାଲାଙ୍କ ଦେହାନ୍ତ ହୋଇଛି। କିନ୍ତୁ ଶିକ୍ଷା ପ୍ରତି ତାଙ୍କର ଆଗ୍ରହ ଏତେ ଥିଲା ଯେ, ସେ ୮୨ ବର୍ଷରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା...