ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ ଚଣ୍ଡିଗଡ଼,୨୦ା୧୨: ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ତଥା ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ପ୍ରକାଶ ଚୌତାଲାଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ସେ ଆଜି ତାଙ୍କ ଗୁରୁଗାଓଁସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ…