ଜମ୍ମୁ,୨୯ା୪(ପି.ଟି.): ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ଦାବିରେ ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ସୁଯୋଗ ଭାବେ ନେବୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସୋମବାର କହିଛନ୍ତି। ଜମ୍ମୁ-କଶ୍ମୀରର ସୁରକ୍ଷା…