ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ… ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ ପଡ଼ିବ ନାହିଁ। ଚାଇନା ପ୍ରାୟ ଏକ ଦଶନ୍ଧି ପୂର୍ବରୁ ଏହାର ଏକ ସନ୍ତାନ...