Tag Archives: one dead

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା ଅନ୍ୟ ତିନି ଜଣ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ…

ମଦ ପିଇ ହୋଲି ଖେଳୁଥିଲେ ଦୁଇ ସାଙ୍ଗ, ନିଶାରେ ଚୂର୍‌ ଥାଇ ଭୁଲିଗଲେ ସବୁକିଛି, ପରେ ଘଟିଲା ଏମିତି…

ଯାଜପୁରରୋଡ୍‌,୫ା୩(ପବିତ୍ର ରଞ୍ଜନ ମହାନ୍ତି): ହୋଲି ହେଲା କାଳ, ରଙ୍ଗ ବୋଳାବୋଳି ସହ ଖୁସିର ପର୍ବ ପରେ ଘରେ ପଡ଼ିଛି କାନ୍ଦବୋବାଳି। ପୋଖରୀରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ବୁଧବାର ହୋଲି ଖେଳିବା ପରେ ୟୁପିରୁ ଆସି…

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରେ ବସିଥିବା ଅନ୍ୟ ଦୁଇ ଆରୋହୀ ଆହତ ହୋଇଥିବାର ଜଣାପଡ଼ିଛି।…

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ବ୍ରହ୍ମପୁରରୁ କାମସାରି ତାଙ୍କ ବାଇକ୍‌ରେ ଘରକୁ…

ରାସ୍ତାକଡ଼ ସାଇନ୍‌ବୋର୍ଡରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ମୋହନା,୩୦ା୧୧(ମନ୍ମଥ ମିଶ୍ର): ଶୁଦ୍ଧିଘର ଭୋଜି ଖାଇ ଫେରିବା ବେଳେ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଆହତ ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଚନ୍ଦ୍ରଗିରି…

ମକା ବୋଝେଇ ଟ୍ରକ୍‌ ସହ ଘାଟିରୁ ଖସିପଡ଼ିଲେ ଚାଳକ, ଚାଲିଗଲା ଜୀବନ

ମୋହନା,୨୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଗୁରୁବାର ରାତିରେ ଜରଉ ଘାଟିରେ ଏକ ମକା ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କ ଜୀବନ ଚାଲିଯାଇଛି। ମୃତ ଡ୍ରାଇଭର ଜଣକ ହେଲେ ଗଞ୍ଜାମ ଜିଲା…

ଟ୍ରକ୍‌ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍‌ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫ ଜଣ ଗୁରୁତର ହୋଇ ବୁର୍ଲା ଭୀମସାରରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ବୌଦ୍ଧ ଜିଲା…

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ (୪୫)। ଘଟଣାରୁ ଜଣାପଡ଼ିଛି…

ମନ୍ଦିର ଦର୍ଶନ ସାରି ଫେରୁଥିଲେ,ପଥରରେ ପିଟିହେଲା ବାଇକ୍‌, ଚାଲିଗଲା ଜୀବନ

ଚିକିଟି,୫ା୧୧(ପ୍ରକାଶ ଚନ୍ଦ୍ର ସାହୁ): ଧାନଘରଠାରୁ ପ୍ରାୟ ୧୨ କିମି ଦୂର କେରାଣ୍ଡି ମାଳ ପର୍ବତ ଶିଖରେ ଅବସ୍ଥିତ ମା’ ବାଳକୁମାରୀ। ଘାଟିରେ ବୁଧବାର ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଜଣକ ହେଲେ ଶିବ…

ଘନକୁହୁଡ଼ିରେ ୨ ଟ୍ରକ୍‌ ମୁହାଁମୁହିଁ: ହେଲପର ମୃତ

ବଲାଙ୍ଗୀର/ଦେଓଗାଁ,୩ା୧୧(ସୁନିଲ କୁମାର ମହାନ୍ତି/କୃଷ୍ଣପ୍ରସାଦ ପାଣିଗାହୀ/): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ୨୬ ନଂ ଜାତୀୟ ରାଜପଥ ରତନପୁର ନିକଟରେ ସୋମବାର ସକାଳେ ଘନକୁହୁଡ଼ି ଯୋଗୁ ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଜନୈକ ହେଲପରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ…

ଗଣ୍ଡରେ ବୁଡ଼ି ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ କେ.କୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?