Tag Archives: one dead

ଫଟୋ ପାଇଁ ଯାଉଥିଲେ ଫଟୋ ହୋଇ ଫେରିଲେ, ହସ୍ପିଟାଲରେ ଉତ୍ତେଜନା

ବଣାଇଁ,୨୫ା୮(ପ୍ରଦୀପ ତ୍ରିପାଠୀ): ସୋମବାର ସକାଳୁ ବଣାଇଁ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଫଟୋ ଉଠାଇବାକୁ ବନବିଭାଗ ନେଉଥିବା ବେଳେ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଜଣେ ୭୧ ବର୍ଷ ମହିଳା ପଞ୍ଚମୀ ପାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଆହତ…

ସାଇକେଲରେ ଫେରୁଥିବାବେଳେ ଘୋଷାଡ଼ି ନେଇ ଦଳିଦେଲା ଦନ୍ତା

କେନ୍ଦୁଝର,୧୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ବାଂଶପାଳ ବ୍ଲକ ଅନ୍ତର୍ଗତ ଆଡାଳ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ପର୍ଶୁ ମୁଣ୍ଡା ବୋଲି ଜଣାପଡ଼ିଛି। ଜଳଡିହି ଗ୍ରାମରୁ ସାଇକେଲରେ ରବିବାର ସନ୍ଧ୍ୟାରେ…

ଟୋଲ୍‌ପ୍ଲାଜା ବୁଥ୍‌ ଉପରକୁ ଚଢ଼ିଗଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍‌ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି…

ଜଗା ଦର୍ଶନ କରି ଘରକୁ ଫେରିବା ବେଳେ ଓଲଟିଲା କାର୍‌, ଜଣଙ୍କ ଜୀବନ ଗଲା, ୪ ଗୁରୁତର

ଖଲ୍ଲିକୋଟ,୧୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକରେ ଗୁରୁବାର ଭୋର୍‌ରୁ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ,ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ପରିବାର ର ୧୨…

ଛାତ ଢଳେଇ କାମ ଚାଲିଥିବାବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲେ ରାଜମିସ୍ତ୍ରୀ, ତଳେ ପଡ଼ି…

ଦିଗପହଣ୍ଡି/ପାଟପୁର,୧୩ା୭(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟ ଜଗନ୍ନାଥ ପଣ୍ଡାଙ୍କ ନୂଆ ଘରର ଛାତ ଢଳେଇ କାମ ଚାଲିଥିବା ବେଳେ ରବିବାର ସକାଳେ ଉଚ୍ଚ କ୍ଷମତା ସମ୍ପନ୍ନ ୧୧…

ସ୍କୁଟି ଆରୋହୀଙ୍କୁ ଚାପିଦେଲା ବିଧାୟକଙ୍କ ଗାଡ଼ି

ସିମୁଳିଆ,୯ା୭(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୫ କି.ମି. ୧୬ନଂ ଜାତୀୟ ରାଜପଥର ଜାମୁଝାଡ଼ି ନିକଟରେ ପଶ୍ଚିମବଙ୍ଗ ହାଓ୍ବଡ଼ାର ବିଧାୟକ ଗୌତମ ଚୌଧୁରୀଙ୍କ କାର୍‌(WB 12BK 8988) ଧକ୍କାରେ ରାଧାକାନ୍ତ ଲେଙ୍କା(୫୬)ନାମକ ଜଣେ ସ୍କୁଟି(OD 22H 1442) ଆରୋହୀଙ୍କ ମୃତ୍ୟୁ…

ବୁଲିବାକୁ ଆସି ଜଳପ୍ରପାତରେ ବୁଡ଼ିଗଲେ ୨ ନାବାଳକ: ଜଣେ ମୃତ, ଜଣଙ୍କର ପତ୍ତା ମିଳୁନି

କୋଟପାଡ଼,୧୬ା୬(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ଛୋତର୍ଲା ପଞ୍ଚୟତ ନିକଟସ୍ଥ ଗୁଲମୀ ଜଳପ୍ରପାତରେ ଜଣେ ନାବାଳକ ବୁଡ଼ି ଯାଇ ପ୍ରାଣ ହରାଇଥିବାବେଳେ ଆଉ ଜଣେ ନିଖୋଜ ଅଛନ୍ତି। ମୃତ ନାବାଳକ ଜଣକ ହେଲେ ଆଲୋକ ରାଜ ସୁନା(୧୫)। କୋଟପାଡ଼ ଗୁଲମୀ ଜଳପ୍ରପାତଙ୍କୁ ରବିବାର…

ଗାଡ଼ି ମାଲିକଙ୍କୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌, ଚାଲିଗଲା ଜୀବନ

କେନ୍ଦୁଝର,୧୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାଦଗଡ଼ ରେଳ ଫାଟକ ଠାରୁ ୮ମିଟର ଦୂରତା ରେଳ ଧାରଣା ନିକଟରେ ମାଲ ବାହୀ ଟ୍ରେନ ଧକ୍କାରେ ଜଣେ ଗାଡ଼ି ମାଲିକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ…

ଆଇପିଏଲ୍‌ ଖେଳକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ମାଡ଼ପିଟ୍‌, ଜଣେ ମୃତ

ପଟାଙ୍ଗି,୬ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ତଳ ସାହିରେ ବସବାସ କରୁଥିବା ସ୍ବର୍ଗତଃ କମୁ ଲାଛନାଙ୍କ ପୁଅ କମୁ ଅଜିତ୍‌ ଗୁରୁତର ହୋଇ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ରହିଥିଲେ। ଗୁରୁବାର…

ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ଘଟୁଛି। ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲା ଅନକାପାଲିଠାରେ ଦୁଇ ମାସ ତଳେ ମାଳିଯୁବାଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri