Tag Archives: one dead

ଗଣ୍ଡରେ ବୁଡ଼ି ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ କେ.କୁନା…

ଟ୍ରକ୍‌ ସହ ମୁହାଁମୁହିଁ ପିଟିହେଲା ସ୍କୁଟି: ଚାଲିଗଲା ନାବାଳକଙ୍କ ଜୀବନ

କୋରାପୁଟ,୧୧ା୧୦(ଅମିତାଭ ବେହେରା): ଶନିବାର ଅପରାହ୍ନରେ କୋରାପୁଟ ସହରର ଭବାନୀନଗରସ୍ଥିତ ୨୬ ନଂ ଜାତୀୟ ରାଜପଥଠାରେ ଏକ ଟ୍ରକ୍‌ ସହ ସ୍କୁଟି ମୁହାଁମୁହିଁ ପିଟି ହେବାରୁ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାରୁ ଜଣାଯାଇଛି, ଶନିବାର ଅପରାହ୍ନରେ ସୁନାବେଡ଼ା ପଟୁ…

ବାଇକ୍‌କୁ ଧକ୍କାଦେଇ ଗଛରେ ପିଟିହେଲା ବସ୍‌, ଗୋଟିଏ ପରିବାରର ଜଣେ ମୃତ, ୪ ଆହତ

ଲକ୍ଷ୍ମୀପୁର,୬ା୧୦(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ନଂ ୩୨୬ ଜାତୀୟ ରାଜପଥ କାକିରିଗୁମା ଥାନା ଅଧିନସ୍ଥ ଡି.ପଞ୍ଚଡ଼ା ଛକ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଏହି ଦୁର୍ଘଟଣାରେ ଗୋଟିଏ ପରିବାରରଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଆହତ

ହିଞ୍ଜିଳିକାଟୁ,୫ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ-ଆସିକା ଏନ୍‌ଏଚ୍‌- ୫୯ ଆସିକା ଥାନା ଅନ୍ତର୍ଗତ ଚେରମାରିଆ ଛକ ନିକଟରେ ରବିବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ଜଣଙ୍କ ଆସିକା ଲାଲା ଶାସନର ହିମାଂଶୁ ଶେଖର…

ଫଟୋ ପାଇଁ ଯାଉଥିଲେ ଫଟୋ ହୋଇ ଫେରିଲେ, ହସ୍ପିଟାଲରେ ଉତ୍ତେଜନା

ବଣାଇଁ,୨୫ା୮(ପ୍ରଦୀପ ତ୍ରିପାଠୀ): ସୋମବାର ସକାଳୁ ବଣାଇଁ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଫଟୋ ଉଠାଇବାକୁ ବନବିଭାଗ ନେଉଥିବା ବେଳେ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଜଣେ ୭୧ ବର୍ଷ ମହିଳା ପଞ୍ଚମୀ ପାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଆହତ…

ସାଇକେଲରେ ଫେରୁଥିବାବେଳେ ଘୋଷାଡ଼ି ନେଇ ଦଳିଦେଲା ଦନ୍ତା

କେନ୍ଦୁଝର,୧୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ବାଂଶପାଳ ବ୍ଲକ ଅନ୍ତର୍ଗତ ଆଡାଳ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ପର୍ଶୁ ମୁଣ୍ଡା ବୋଲି ଜଣାପଡ଼ିଛି। ଜଳଡିହି ଗ୍ରାମରୁ ସାଇକେଲରେ ରବିବାର ସନ୍ଧ୍ୟାରେ…

ଟୋଲ୍‌ପ୍ଲାଜା ବୁଥ୍‌ ଉପରକୁ ଚଢ଼ିଗଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍‌ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି…

ଜଗା ଦର୍ଶନ କରି ଘରକୁ ଫେରିବା ବେଳେ ଓଲଟିଲା କାର୍‌, ଜଣଙ୍କ ଜୀବନ ଗଲା, ୪ ଗୁରୁତର

ଖଲ୍ଲିକୋଟ,୧୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକରେ ଗୁରୁବାର ଭୋର୍‌ରୁ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ,ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ପରିବାର ର ୧୨…

ଛାତ ଢଳେଇ କାମ ଚାଲିଥିବାବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲେ ରାଜମିସ୍ତ୍ରୀ, ତଳେ ପଡ଼ି…

ଦିଗପହଣ୍ଡି/ପାଟପୁର,୧୩ା୭(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟ ଜଗନ୍ନାଥ ପଣ୍ଡାଙ୍କ ନୂଆ ଘରର ଛାତ ଢଳେଇ କାମ ଚାଲିଥିବା ବେଳେ ରବିବାର ସକାଳେ ଉଚ୍ଚ କ୍ଷମତା ସମ୍ପନ୍ନ ୧୧…

ସ୍କୁଟି ଆରୋହୀଙ୍କୁ ଚାପିଦେଲା ବିଧାୟକଙ୍କ ଗାଡ଼ି

ସିମୁଳିଆ,୯ା୭(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୫ କି.ମି. ୧୬ନଂ ଜାତୀୟ ରାଜପଥର ଜାମୁଝାଡ଼ି ନିକଟରେ ପଶ୍ଚିମବଙ୍ଗ ହାଓ୍ବଡ଼ାର ବିଧାୟକ ଗୌତମ ଚୌଧୁରୀଙ୍କ କାର୍‌(WB 12BK 8988) ଧକ୍କାରେ ରାଧାକାନ୍ତ ଲେଙ୍କା(୫୬)ନାମକ ଜଣେ ସ୍କୁଟି(OD 22H 1442) ଆରୋହୀଙ୍କ ମୃତ୍ୟୁ…

ବୁଲିବାକୁ ଆସି ଜଳପ୍ରପାତରେ ବୁଡ଼ିଗଲେ ୨ ନାବାଳକ: ଜଣେ ମୃତ, ଜଣଙ୍କର ପତ୍ତା ମିଳୁନି

କୋଟପାଡ଼,୧୬ା୬(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ଛୋତର୍ଲା ପଞ୍ଚୟତ ନିକଟସ୍ଥ ଗୁଲମୀ ଜଳପ୍ରପାତରେ ଜଣେ ନାବାଳକ ବୁଡ଼ି ଯାଇ ପ୍ରାଣ ହରାଇଥିବାବେଳେ ଆଉ ଜଣେ ନିଖୋଜ ଅଛନ୍ତି। ମୃତ ନାବାଳକ ଜଣକ ହେଲେ ଆଲୋକ ରାଜ ସୁନା(୧୫)। କୋଟପାଡ଼ ଗୁଲମୀ ଜଳପ୍ରପାତଙ୍କୁ ରବିବାର…

ଗାଡ଼ି ମାଲିକଙ୍କୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌, ଚାଲିଗଲା ଜୀବନ

କେନ୍ଦୁଝର,୧୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାଦଗଡ଼ ରେଳ ଫାଟକ ଠାରୁ ୮ମିଟର ଦୂରତା ରେଳ ଧାରଣା ନିକଟରେ ମାଲ ବାହୀ ଟ୍ରେନ ଧକ୍କାରେ ଜଣେ ଗାଡ଼ି ମାଲିକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?