ଓଡ଼ିଶା ‘ଏକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମର ଷ୍ଟେଟ ଆକ୍ସନ ପ୍ଲାନ ଉନ୍ମୋଚିତ ଭୁବନେଶ୍ୱର,୧୧।୨: ରାଜ୍ୟରେ ଜନସ୍ୱାସ୍ଥ୍ୟକୁ ଅଧିକ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଆଜି ଲୋକସଭା ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ‘ଏକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମର ଷ୍ଟେଟ ଆକ୍ସନ ପ୍ଲାନ ଏବଂ ଆଇଡିଏସପି-ଆଇଏଚ୍ଆଇପିର…