Tag Archives: one nation one election

‘ଏକ ଦେଶ ଏକ ନିର୍ବାଚନ’ ପାଇଁ ଜେପିସି କମିଟି ଗଠନ: ଓଡିଶାରୁ ସମ୍ବିତ, ଭର୍ତ୍ତୃହରି

ନୂଆଦିଲ୍ଲୀ,୧୮ା୧୨: ଏକ ଦେଶ, ଏଲ ନିର୍ବାଚନ ପାଇଁ ମିଳିତ ସଂସଦ କମିଟି (ଜେପିସି) ଗଠନ କରାଯାଇଛି। ଅନୁରାଗ ଠାକୁର ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ପରି ସାଂସଦଙ୍କ ନାମ ୩୧ ଜଣ ସଦସ୍ୟଙ୍କ ଜେପିସିରେ ଅନ୍ତର୍ଭୁକ୍ତ ହୋଇଛି। ଏହି କମିଟିର ଅଧ୍ୟକ୍ଷତା ଭାଜପା…

ବହୁମତ ଥାଇ ମଧ୍ୟ ହାରିଗଲେ ମୋଦି ସରକାର: ଲୋକସଭାରେ କଂଗ୍ରେସ ଦେଲା ଚକମା

ନୂଆଦିଲ୍ଲୀ,୧୭।୧୨: ମଙ୍ଗଳବାର ଲୋକସଭାରେ ବହୁମତ ସହିତ ପାରିତ ହୋଇଛି ”ଏକ ଦେଶ ଏକ ନିର୍ବାଚନ” ବିଲ୍। କେନ୍ଦ୍ରରେ ଭାଜପା ସରକାର ସମ୍ବିଧାନରେ ସଂଶୋଧନ ତଥା ଏକକାଳୀନ କେନ୍ଦ୍ର ଏବଂ ରାଜ୍ୟ ନିର୍ବାଚନକୁ କରିବା ପାଇଁ ଦୁଇଟି ବିଲ୍ ଆଗତ କରିଥିଲେ। ସମ୍ବିଧାନର…

ରାଜନୀତିକୁ ଆସୁଆସୁ ମୋଦିଙ୍କୁ ବିରୋଧ କଲେ ବିଜୟ; ଏହି ନିଷ୍ପତ୍ତି ବିରୋଧରେ ପାସ୍ କଲେ ସଂକଳ୍ପ

ଚେନ୍ନାଇ,୩।୧୧: ତାମିଲ ଅଭିନେତା ବିଜୟଙ୍କ ପାର୍ଟି ତାମିଲଗା ଭେଟ୍ରି କାଝଗମ(ଟିଭିକେ) ରବିବାର ଏକ ମୋଦି ସରକାରଙ୍କ ଏକ ନିଷ୍ପତ୍ତିର ବିରୋଧ କରି ସଂକଳ୍ପ ପାରିତ କରିଛି। କିଛିଦିନ ତଳେ କେନ୍ଦ୍ର ସରକାର ସମଗ୍ର ଦେଶରେ ଏକ ସମୟରେ ନିର୍ବାଚନ କରିବାକୁ ନିଷ୍ପତ୍ତି…

ଏକ ଦେଶ ଏକ ନିର୍ବାଚନ

ଭାରତରେ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍‌ଶନ’ ବା ‘ଏକ ଦେଶ ଏକ ନିର୍ବାଚନ’ ପ୍ରସଙ୍ଗକୁ ନେଇ ଚାରିଆଡ଼େ ଗରମାଗରମ ଆଲୋଚନା ହେଉଛି। ୧୮ ସେପ୍ଟେମ୍ବର ୨୦୨୪ରେ କେନ୍ଦ୍ର କ୍ୟାବିନେଟ ଏହାକୁ ଅନୁମୋଦନ କରିବା ପରେ ଏହାର ସପକ୍ଷବାଦୀ ଓ ବିପକ୍ଷବାଦୀ ନିଜର…

ସମ୍ବିଧାନରେ ସଂଶୋଧନ ପାଇଁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, କେମିତି ପୂରଣ ହେବ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ’ର ସ୍ବପ୍ନ…

ନୂଆଦିଲ୍ଲୀ,୧୯ା୯: ସମ୍ବିଧାନରେ ସଂଶୋଧନ କରିବାକୁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସ୍ବପ୍ନ କିପରି ପୂରଣ ହେବ? ଏହି ଯୋଜନାରେ ଆଗକୁ ବଢ଼ି ମୋଦି କ୍ୟାବିନେଟ୍‌ ଏକ ଉଚ୍ଚ ସ୍ତରୀୟ କମିଟିର ସୁପାରିସକୁ ପର୍ଯ୍ୟାୟ କ୍ରମେ…

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନେତୃତ୍ୱରେ ଗଠିତ ପ୍ୟାନେଲର ରିପୋର୍ଟ ଗ୍ରହଣ କରିଛନ୍ତି। ଯାହା…

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ ନେତୃତ୍ୱରେ କମିଟି ମାର୍ଚ୍ଚ ୨୦୨୪ରେ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସମ୍ପର୍କରେ ରିପୋର୍ଟ ଦାଖଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri