ଗୋଟିଏ ରାତିରେ ୨ ହତ୍ୟାକାଣ୍ଡ
ଭୁବନେଶ୍ୱର,୮।୧୧(ତ୍ରିନାଥ ମହାନ୍ତି): ବମିଖାଲ କଟକ ରୋଡ ଝାରପଡ଼ା ବ୍ରିଜ୍ ନିକଟରେ ଅଭିଯୁକ୍ତମାନେ ଜଣେ ଯୁବକଙ୍କୁ ପଏଣ୍ଟ ବ୍ଲାଙ୍କରୁ ଗୁଳି କରି ହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ହଳଦିପଡ଼ିଆ ବସ୍ତିର ସୋନୁ ନାୟକ (୨୨)। ଘଟଣାସ୍ଥଳରେ ଗୁଳିକାଣ୍ଡ…

