ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ ୩ ବର୍ଷ ହେବ ଅଫ୍ଲାଇନରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍…