Tag Archives: online game

ଆଗତ ହେଲା ଅନ୍‌ଲାଇନ୍‌ ଗେମିଂ ବିଲ୍‌, ମନ୍ତ୍ରୀ କହିଲେ ବେଟିଂ ସହ…

ନୂଆଦିଲ୍ଲୀ,୨୦ା୮: ଲୋକ ସଭାରେ ଉପସ୍ଥାପିତ ହୋଇଛି ଅନ୍‌ଲାଇନ୍‌ ଗେମିଂ ବିଲ୍‌ ୨୦୨୫। ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବିଲ୍‌ ଉପସ୍ଥାପନ କରିଛନ୍ତି। ବେଟିଂ ସହିତ ଜଡ଼ିତ ଅନ୍‌ଲାଇନ ଟଙ୍କା ଖେଳକୁ ନିଷିଦ୍ଧ କରିବା ଲକ୍ଷ୍ୟରେ ଏହି ବିଲ୍‌ ଆଗତ…

ନିଦରୁ ଉଠିଲାବେଳକୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଟଙ୍କା

କାକଟପୁର,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର୍‌। ଏପରି ପୁଣି ଏକ ଘଟଣା ଦେଖିବାକୁ ମିଳିଛି ପୁଣି ଓଡ଼ିଶାରେ। କାକଟପୁର ବ୍ଲକ୍‌ ଅଧିନ ବାଜପୁର ଗାଁର ମହେନ୍ଦ୍ର ନନ୍ଦି…

ଅନଲାଇନ୍‌ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ

ଭୁବନେଶ୍ୱର,୧୯ା୪(ସତ୍ୟଜିତ୍‌ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍‌ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ ନିଜ ଜୀବନ ହାରିଛନ୍ତି। ମୃତ ଯୁବକ ହେଲେ ବିକାଶ ନାୟକ (୨୪)। ସେ…

Dream11: ଆପଣ ବି ଅନଲାଇନ ଗେମ୍‌ ଖେଳି ଜିତିପାରିବେ ୩କୋଟି ଟଙ୍କା ଆଉ ମହିନ୍ଦ୍ରା ଥାର୍‌, ଜାଣନ୍ତୁ ଟ୍ରିକ୍‌

ଆଜିର ଡିଜିଟାଲ ଯୁଗରେ ଅନଲାଇନ ଫ୍ୟାନ୍ଟାସି ସ୍ପୋର୍ଟସ ଗେମ ଭାରତରେ ବେଶ ଲୋକପ୍ରିୟ ହୋଇଛି। ତେବେ Dream11 ଡ୍ରିମ ୧୧ ହେଉଛି ଏକ ଏପରି ପ୍ଲାଟଫର୍ମ, ଯେଉଁଠାରେ ଆପଣ ନିଜର କ୍ରୀଡ଼ା ଜ୍ଞାନ ଓ କୌଶଳ ବ୍ୟବହାର କରି ଲକ୍ଷ ଲକ୍ଷ…

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ହେଲେ ସରୋଜ ବାଘ(୨୨)। ସରୋଜ, ସ୍ତ୍ରୀ ସନ୍ତୋଷୀ ଓ ଦୁଇ…

ଅନ୍‌ଲାଇନ୍‌ ଗେମ୍‌ ଖେଳି ଛାତ୍ରଙ୍କ ଜୀବନ ଗଲା

ଓ୍ବାଶିଂଟନ,୨୦ା୪: ଆମେରିକା କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରଙ୍କ ପାଇଁ ଏକ ଗମ୍ଭୀର ତଥା ପ୍ରଥମ ଘଟଣା ଘଟିଛି। ଜଣେ ଛାତ୍ର ଅନ୍‌ଲାଇନ୍‌ ଗେମ୍‌ ଖେଳି ନିଜ ଜୀବନ ହାରିଛନ୍ତି। ଏହା ପଛରେ କାରଣ ‘ବ୍ଲୁ ହ୍ବେଲ୍‌ ଚ୍ୟାଲେଞ୍ଜ’ ନାମକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri