ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ ଶୋଭାଯାତ୍ରା ସମୟରେ ହୋଇଥିବା ଦଳାଚକଟାରେ ପ୍ରାଣ ହରାଇଥିବା ଲୋକଙ୍କ ସ୍ମୃତିକୁ ସମ୍ମାନ ଜଣାଇବା…