ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI ଘାଟି ଉପରେ ଆକ୍ରମଣ କରିଛନ୍ତି। ବେଲୁଚିସ୍ତାନ ଲିବରେସନ ଆର୍ମି (BLA) ଏହି ଆକ୍ରମଣକୁ…