ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା କରିଥିବା ଅନେକ ଯୋଡ଼ିଙ୍କ ସ୍ୱପ୍ନ ଅଧୁରା ରହିଯାଇଥିଲା। କିନ୍ତୁ ଦୀର୍ଘ ଅପେକ୍ଷା ପରେ…