Tag Archives: Operation Sindoor

ଶାହାଙ୍କ କ୍ଷମା ପ୍ରାର୍ଥନା ଖାରଜ: ସୁପ୍ରିମକୋର୍ଟ କହିଲେ, ଏସବୁ କୁମ୍ଭୀର କାନ୍ଦଣା

ନୂଆଦିଲ୍ଲୀ,୧୯।୫: କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ଉପରେ ବିବାଦୀୟ ବୟାନ ଦେଇଥିବା ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହାଙ୍କ କ୍ଷମା ପ୍ରାର୍ଥନାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଶାହାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ SIT ଗଠନ କରିବାକୁ...

ସିନ୍ଦୂର ଉପରେ ‘ଅପରେଶନ ସିନ୍ଦୂର’

ଭୁବନେଶ୍ୱର, ୧୯।୫(ସୌମ୍ୟରଞ୍ଜନ ରାଉତ): ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପକ୍ଷରୁ ପାକିସ୍ତାନ ଉପରେ କରାଯାଇଥିବା ‘ଅପରେଶନ୍‌ ସିନ୍ଦୂର’କୁ ନେଇ ଦେଶସାରା ଗୋଟେ ‘ଘୋ’ ଚାଲିଛି। ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ ଅପରେଶନ ସିନ୍ଦୂର...

ପାକିସ୍ତାନ ଟାର୍ଗେଟ୍‌ରେ ଥିଲା ସ୍ବର୍ଣ୍ଣ ମନ୍ଦିର: ସବୁ ଯୋଜନା ପଣ୍ଡ, ହେଲା ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୯।୫: ଭାରତ ଅପରେଶନ ସିନ୍ଦୁର ମାଧ୍ୟମରେ ପାକିସ୍ତାନରେ ବଢ଼ୁଥିବା ଆତଙ୍କବାଦୀମାନଙ୍କୁ ଏକ ଶିକ୍ଷା ଦେଇଥିଲା। କିନ୍ତୁ ପାକିସ୍ତାନ ତଥାପି ତାର କାର୍ଯ୍ୟକଳାପ ବନ୍ଦ କରି ନ ଥିଲା। ପାକିସ୍ତାନ ୭ ଏବଂ ୮ ମେ ରାତିରେ ଦେଶର ଅନେକ ସହର...

ପାକିସ୍ତାନର ପୋଲ୍‌ ଖୋଲିବାକୁ ଚାହୁଁନାହାନ୍ତି ୟୁସୁଫ ପଠାନ: ସଂସଦୀୟ ଦଳ ସହିତ ଯିବାକୁ କଲେ ମନା

ନୂଆଦିଲ୍ଲୀ,୧୯।୫: ପାକିସ୍ତାନର ପୋଲ୍‌ ଖୋଲିବା ପାଇଁ ଭାରତ ଅନେକ ଦେଶକୁ ଏମ୍‌ପିଙ୍କ ଏକ ପ୍ରତିନିଧିମଣ୍ଡଳ ପଠାଇବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ବ୍ୟତୀତ ଅନ୍ୟ ଦଳର ନେତାମାନଙ୍କୁ ମଧ୍ୟ ଏଥିରେ ସାମିଲ କରାଯାଇଛି। ସରକାର ତୃଣମୂଳ...

ରାତିଅଧରେ ପାକିସ୍ତାନ ଉପରେ ଘନ ଘନ ଆକ୍ରମଣ କରିଥିଲା ଭାରତ, ଶୋଇ ପାରି ନ ଥିଲେ ପ୍ରଧାନମନ୍ତ୍ରୀ, ଏବେ ମାନିଲେ…

ଇସ୍‌ଲାମାବାଦ,୧୮ା୫: ଅପରେଶନ ସିନ୍ଦୂର ବେଳେ ପାକିସ୍ତାନର ରାଓ୍ବଲପିଣ୍ଡିସ୍ଥିତ ନୁର୍‌ ଖାନ୍‌ ଏୟାରବେସ୍‌ ଓ ଅନ୍ୟ କେତେକ ସ୍ଥାନରେ ଭାରତ ଆକ୍ରମଣ କରିଥିବା ଏହାର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ସ୍ବୀକାର କରିଛନ୍ତି। ଭାରତର ଏହି ଆକ୍ରମଣ ସମ୍ପର୍କରେ ପାକ୍‌ ସେନାମୁଖ୍ୟ ଜେନେରାଲ...

ମୁଁ ପଛକୁ ହଟିବି ନାହିଁ…ମୋଦିଙ୍କଠାରୁ ବଡ଼ ଦାୟିତ୍ୱ ମିଳିବା ପରେ କାହିଁକି ଏମିତି କହିଳେ ଶଶି ଥରୁର

ନୂଆଦିଲ୍ଲୀ,୧୭।୫: ଅପରେଶନ ସିନ୍ଦୁର ପରେ ମଧ୍ୟ, ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇ ଜାରି ରହିଛି। ଏହି ପରିପ୍ରେକ୍ଷୀରେ, ଏବେ ଭାରତର ୭ଟି ପ୍ରତିନିଧିମଣ୍ଡଳୀ ଆତଙ୍କବାଦ ବିରୋଧରେ ଭାରତର ଶୂନ୍ୟ ସହନଶୀଳତା ନୀତିକୁ ବିଶ୍ୱ ସମ୍ମୁଖରେ ଉପସ୍ଥାପନ କରିବେ। ଏଥିରେ ବରିଷ୍ଠ...

ଶଶି ଥରୁରଙ୍କୁ ଦାୟିତ୍ୱ ଦେଇ ବଡ଼ ଗେମ୍‌ ଖେଳିଦେଲେ ମୋଦି: ଏବେ ପାକିସ୍ତାନ ପାଇବ ପାନେ

ନୂଆଦିଲ୍ଲୀ,୧୭।୫: ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇ ଜାରି ରହିଛି। ଅପରେଶନ ସିନ୍ଦୂର ପରେ, ଭାରତର ଏକ ୭ ଜଣିଆ ପ୍ରତିନିଧିମଣ୍ଡଳ ଏହି ମାସ ଶେଷରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସଦସ୍ୟମାନଙ୍କ ସମେତ ପ୍ରମୁଖ ଅଂଶୀଦାର ଦେଶଗୁଡ଼ିକୁ ଗସ୍ତ କରିବାର...

Operation Sindoor: ହମାସ ଶୈଳୀରେ ମିଛ ପ୍ରଚାର କରୁଛି ପାକିସ୍ତାନ: ଆମେରିକୀୟ ଲେଖକ କଲେ ପର୍ଦ୍ଦାଫାସ

ନୂଆଦିଲ୍ଲୀ,୧୭।୫: ଅପରେଶନ ସିନ୍ଦୁର ପରେ, ଗୋଟିଏ ପଟେ ପାକିସ୍ତାନ ଅସ୍ତ୍ରବିରତି କଥା କହୁଥିବା ବେଳେ, ଅନ୍ୟପଟେ ଏହା ସୋସିଆଲ ମିଡିଆ ଏବଂ ଅନ୍ତର୍ଜାତୀୟ ପ୍ଲାଟଫର୍ମରେ ଏକ ନୂତନ ମୋର୍ଚ୍ଚା ଖୋଲିଛି, ଯାହା ସୂଚନା ଯୁଦ୍ଧ। ପାକିସ୍ତାନ ଦାବି କରୁଛି, ଭାରତର...

ଅପରେଶନ ସିନ୍ଦୂରରେ ଶହୀଦ ମେଜର ପବନ କୁମାରଙ୍କୁ ଭାବପ୍ରବଣ ଶ୍ରଦ୍ଧାଞ୍ଜଳି: ବାପା କହିଲେ…

ଶ୍ରୀନଗର,୧୭।୫: ଅପରେଶନ ସିନ୍ଦୂରରେ ଶହୀଦ ହୋଇଥିବା ମେଜର ପବନ କୁମାରଙ୍କୁ ଜେନେରାଲ ଅଫିସର କମାଣ୍ଡିଂ (GoC) ହ୍ବାଇଟ ନାଇଟ କର୍ପସ ଲେଫ୍ଟନାଣ୍ଟ ଜେନେରାଲ ପି.କେ ମିଶ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଶୋକସନ୍ତପ୍ତ ପରିବାର...

ମୋତେ ରାତି ୨.୩୦ରେ ମୁନିରଙ୍କ ଫୋନ୍‌ ଆସିଥିଲା… Operation Sindoorକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ଶେହବାଜ ଶରିଫ

ଇସଲାମାବାଦ୍‌,୧୭।୫:ଅପରେଶନ ସିନ୍ଦୂର ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ମେ ୭ ରୁ ୧୧ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପାକିସ୍ତାନ ଲଗାତାର ଭାବରେ ଡ୍ରୋନ ଏବଂ ମିସାଇଲ୍‌ ଭାରତ ଉପରେ ଆକ୍ରମଣ କରିଥିଲା। ଭାରତୀୟ ସେନା ମଧ୍ୟ...

କିଏ ଦେଇଥିଲେ Operation Sindoor ନାଁ: ରାଜନାଥ ସିଂ କଲେ ଖୁଲାସା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୬।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଆରମ୍ଭ ହୋଇଥିବା ଅପରେଶନ ସିନ୍ଦୂରକୁ ନେଇ ସାରା ବିଶ୍ୱରେ ଆଲୋଚନା ହେଉଛି। ପ୍ରତିରକ୍ଷା ବିଶେଷଜ୍ଞମାନେ ସ୍ବୀକାର କରିଛନ୍ତି, ଏହା ନିଜେ ଏକ ଭିନ୍ନ ପ୍ରକାରର ଅପରେଶନ ଥିଲା, ଯାହା ପଡ଼ୋଶୀ ଦେଶ ପାଇଁ...

ଭାରତ କିଣିବ ୫୦୦୦୦ କୋଟି ଟଙ୍କାର ଯୁଦ୍ଧ ସାମଗ୍ରୀ: ଲଢୁଆ ବିମାନ, କ୍ଷେପଣାସ୍ତ୍ର-ବୁଡ଼ାଜାହାଜ ସହ…

ନୂଆଦିଲ୍ଲୀ,୧୬ା୫: ଭାରତର ‘ଅପରେଶନ ସିନ୍ଦୂର’ ପାକିସ୍ତାନକୁ ବହୁତ କ୍ଷତି ପହଞ୍ଚାଇଛି। ଏହି ଅପରେଶନ ମାଧ୍ୟମରେ ଭାରତ ପାକିସ୍ତାନକୁ ମଧ୍ୟ ତା’ର ଶକ୍ତି ବିଷୟରେ ଅବଗତ କରାଇଛି। ଏହି ସମୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ପ୍ରତିରକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri