Tag Archives: Operation Sindoor

ଭାରତୀୟ ସେନାର ପରାକ୍ରମକୁ ସମ୍ମାନ ଜଣାଇ ଭାଜପାର ତ୍ରିରଙ୍ଗା ଶୋଭାଯାତ୍ରା

କେସିଙ୍ଗା,୨୫ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମସ୍ଥିତ ଶ୍ରୀଜଗନ୍ନାଥମନ୍ଦିର ପରିସରରେ ଭାଜପା ବୋରିଆ ମଣ୍ଡଳ ପକ୍ଷରୁ ଏକ ଶୋଭାଯାତ୍ରା ରବିବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ବାଲସି ଗ୍ରାମର ଅବସର ସୁବେଦାର ସେନାକର୍ମଚାରୀ କ୍ଷମାସାଗର ସାହୁ ଙ୍କୁ ଭାଜପା…

ଯେଉଁଠି ଦେଖିବୁ,ସେଠି ମାରିବୁ…ପାକିସ୍ତାନକୁ ଖୋଲାଖୋଲି ଚେତାବନୀ ଦେଲେ ଜୟଶଙ୍କର

ନୂଆଦିଲ୍ଲୀ,୨୩।୫: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ପାକିସ୍ତାନକୁ ଖୋଲାଖୋଲି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଭାରତ ଆତଙ୍କବାଦର ‘ନିଶ୍ଚିତ ଅନ୍ତ’ ଚାହୁଁଛି ଏବଂ ଗତ ମାସରେ ପହଲଗାମରେ ହୋଇଥିବା ଯେକୌଣସି ଆତଙ୍କବାଦୀ ଆକ୍ରମଣର ଜବାବରେ ପାକିସ୍ତାନରେ ଆତଙ୍କବାଦୀଙ୍କ ଉପରେ ପୁଣି ଥରେ…

ଆଖି ଦେଖାଇଲେ ତାଡ଼ି ଦେବୁ….ପାକିସ୍ତାନକୁ ଓ୍ବାର୍ନିଂ ଦେଲେ ଅନୁରାଗ

ନୂଆଦିଲ୍ଲୀ,୨୨।୫: ପହଲଗାମ ଆତଙ୍କବାଦୀ ଆକ୍ରମଣର ଗୋଟିଏ ମାସ ପରେ ରାଜସ୍ଥାନର ବିକାନେର ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପାକିସ୍ତାନକୁ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ଆତଙ୍କବାଦକୁ ଦମନ କରିବା ପାଇଁ ଭାରତ ତାର ନୀତିରେ ପରିବର୍ତ୍ତନ କରିଛି।…

ଯେଉଁମାନେ ସିନ୍ଦୂର ପୋଛିଥିଲେ, ସେମାନଙ୍କୁ ୨୨ ମିନିଟରେ ମାଟିରେ ମିଶେଇଦେଲୁ: ଗର୍ଜିଲେ ମୋଦି

ବିକାନେର,୨୨।୫: ଅପରେଶନ ସିନ୍ଦୂର ମାଧ୍ୟମରେ ପାକିସ୍ତାନରେ ଲୁଚି ରହିଥିବା ଆତଙ୍କବାଦୀଙ୍କୁ ଦଣ୍ଡ ଦେବା ପରେ, ପ୍ରଧାନମନ୍ତ୍ରୀ ମୋଦି ରାଜସ୍ଥାନରେ ତାଙ୍କର ପ୍ରଥମ ରାଲିରେ ପୁଣି ଟାର୍ଗେଟ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆମ ସରକାର ତିନୋଟି ଶକ୍ତିକୁ ମୁକ୍ତ ହାତ ଦେଇଛି। ଆମେ…

‘ଅପରେଶନ ସିନ୍ଦୂର’ରେ ଭାରତୀୟ ସେନାର ସଫଳତା ନେଇ ଦାରିଙ୍ଗବାଡ଼ିବାସୀ ଦେଖାଇଲେ ଦେଶପ୍ରେମ

ଦାରିଙ୍ଗବାଡ଼ି,୨୨ା୫(ଅରୁଣ ସାହୁ): ପହଲଗାମରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟାର ପ୍ରତିବାଦରେ ଭାରତ ଏହାର ଜବାବ ପାକିସ୍ଥାନକୁ ତା’ରି ଭାଷାରେ ଦେଇଥିଲା। ଏଥିରେ ପାକିସ୍ଥାନର ଆତଙ୍କୀ ଶିବିର ସହ ଏୟାରବେସ୍‌ ଓ ଅନେକ କିଛି କ୍ଷତି ହୋଇଥିଲା। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ଥାନ…

ଅପରେସନ ସିନ୍ଦୁର ସମୟରେ ସ୍ଵର୍ଣ୍ଣ ମନ୍ଦିରରେ ମୁତୟନ ହୋଇ ନ ଥିଲା ଏୟାର ଡିଫେନ୍ସ ଗନ; ଦାବିକୁ ଖଣ୍ଡନ କାଳାନ ଭାରତୀୟ ସେନା

ନୂଆଦିଲ୍ଲୀ, ୨୦।୫: ଭାରତୀୟ ସେନା ମଙ୍ଗଳବାର ଏହି ରିପୋର୍ଟକୁ ଖଣ୍ଡନ କରିଛି ଯେ ଚଳିତ ମାସର ଆରମ୍ଭରେ ପାକିସ୍ତାନୀ ଡ୍ରୋନ ଏବଂ ମିସାଇଲ ଆକ୍ରମଣକୁ ରୋକିବା ପାଇଁ ଅମୃତସରର ସ୍ଵର୍ଣ୍ଣ ମନ୍ଦିର ଭିତରେ ଏୟାର ଡିଫେନ୍ସ ସିଷ୍ଟମ ମୁତୟନ କରାଯାଇଥିଲା। “ସ୍ଵର୍ଣ୍ଣ…

ଶାହାଙ୍କ କ୍ଷମା ପ୍ରାର୍ଥନା ଖାରଜ: ସୁପ୍ରିମକୋର୍ଟ କହିଲେ, ଏସବୁ କୁମ୍ଭୀର କାନ୍ଦଣା

ନୂଆଦିଲ୍ଲୀ,୧୯।୫: କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ଉପରେ ବିବାଦୀୟ ବୟାନ ଦେଇଥିବା ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହାଙ୍କ କ୍ଷମା ପ୍ରାର୍ଥନାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଶାହାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ SIT ଗଠନ କରିବାକୁ ନିର୍ଦ୍ଦେଶ…

ସିନ୍ଦୂର ଉପରେ ‘ଅପରେଶନ ସିନ୍ଦୂର’

ଭୁବନେଶ୍ୱର, ୧୯।୫(ସୌମ୍ୟରଞ୍ଜନ ରାଉତ): ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପକ୍ଷରୁ ପାକିସ୍ତାନ ଉପରେ କରାଯାଇଥିବା ‘ଅପରେଶନ୍‌ ସିନ୍ଦୂର’କୁ ନେଇ ଦେଶସାରା ଗୋଟେ ‘ଘୋ’ ଚାଲିଛି। ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ ଅପରେଶନ ସିନ୍ଦୂର ଭାରତୀୟଙ୍କ…

ପାକିସ୍ତାନ ଟାର୍ଗେଟ୍‌ରେ ଥିଲା ସ୍ବର୍ଣ୍ଣ ମନ୍ଦିର: ସବୁ ଯୋଜନା ପଣ୍ଡ, ହେଲା ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୯।୫: ଭାରତ ଅପରେଶନ ସିନ୍ଦୁର ମାଧ୍ୟମରେ ପାକିସ୍ତାନରେ ବଢ଼ୁଥିବା ଆତଙ୍କବାଦୀମାନଙ୍କୁ ଏକ ଶିକ୍ଷା ଦେଇଥିଲା। କିନ୍ତୁ ପାକିସ୍ତାନ ତଥାପି ତାର କାର୍ଯ୍ୟକଳାପ ବନ୍ଦ କରି ନ ଥିଲା। ପାକିସ୍ତାନ ୭ ଏବଂ ୮ ମେ ରାତିରେ ଦେଶର ଅନେକ ସହର ଉପରେ…

ପାକିସ୍ତାନର ପୋଲ୍‌ ଖୋଲିବାକୁ ଚାହୁଁନାହାନ୍ତି ୟୁସୁଫ ପଠାନ: ସଂସଦୀୟ ଦଳ ସହିତ ଯିବାକୁ କଲେ ମନା

ନୂଆଦିଲ୍ଲୀ,୧୯।୫: ପାକିସ୍ତାନର ପୋଲ୍‌ ଖୋଲିବା ପାଇଁ ଭାରତ ଅନେକ ଦେଶକୁ ଏମ୍‌ପିଙ୍କ ଏକ ପ୍ରତିନିଧିମଣ୍ଡଳ ପଠାଇବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ବ୍ୟତୀତ ଅନ୍ୟ ଦଳର ନେତାମାନଙ୍କୁ ମଧ୍ୟ ଏଥିରେ ସାମିଲ କରାଯାଇଛି। ସରକାର ତୃଣମୂଳ କଂଗ୍ରେସ…

ରାତିଅଧରେ ପାକିସ୍ତାନ ଉପରେ ଘନ ଘନ ଆକ୍ରମଣ କରିଥିଲା ଭାରତ, ଶୋଇ ପାରି ନ ଥିଲେ ପ୍ରଧାନମନ୍ତ୍ରୀ, ଏବେ ମାନିଲେ…

ଇସ୍‌ଲାମାବାଦ,୧୮ା୫: ଅପରେଶନ ସିନ୍ଦୂର ବେଳେ ପାକିସ୍ତାନର ରାଓ୍ବଲପିଣ୍ଡିସ୍ଥିତ ନୁର୍‌ ଖାନ୍‌ ଏୟାରବେସ୍‌ ଓ ଅନ୍ୟ କେତେକ ସ୍ଥାନରେ ଭାରତ ଆକ୍ରମଣ କରିଥିବା ଏହାର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ସ୍ବୀକାର କରିଛନ୍ତି। ଭାରତର ଏହି ଆକ୍ରମଣ ସମ୍ପର୍କରେ ପାକ୍‌ ସେନାମୁଖ୍ୟ ଜେନେରାଲ ଅସିମ…

ମୁଁ ପଛକୁ ହଟିବି ନାହିଁ…ମୋଦିଙ୍କଠାରୁ ବଡ଼ ଦାୟିତ୍ୱ ମିଳିବା ପରେ କାହିଁକି ଏମିତି କହିଳେ ଶଶି ଥରୁର

ନୂଆଦିଲ୍ଲୀ,୧୭।୫: ଅପରେଶନ ସିନ୍ଦୁର ପରେ ମଧ୍ୟ, ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇ ଜାରି ରହିଛି। ଏହି ପରିପ୍ରେକ୍ଷୀରେ, ଏବେ ଭାରତର ୭ଟି ପ୍ରତିନିଧିମଣ୍ଡଳୀ ଆତଙ୍କବାଦ ବିରୋଧରେ ଭାରତର ଶୂନ୍ୟ ସହନଶୀଳତା ନୀତିକୁ ବିଶ୍ୱ ସମ୍ମୁଖରେ ଉପସ୍ଥାପନ କରିବେ। ଏଥିରେ ବରିଷ୍ଠ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?