ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ ଟେନ୍ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି। ସୂଚନାଯୋଗ୍ୟ, କୋଇଡ଼ା ଥାନା ଅନ୍ତର୍ଗତ ଗତ ପୁଣ୍ଢି ପୋଖରୀ ଜଙ୍ଗଲ ଅଞ୍ଚଳରେ ଗଛ…