ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ମେଣ୍ଟର ଲୋକ ସଭା ଏବଂ ରାଜ୍ୟ ସଭା ଏମପିମାନେ ବୈଠକରେ ଯୋଗ…