ବିନା ଜଣାଶୁଣାଣିରେ ୫ ପଞ୍ଚାୟତ ମିଶ୍ରଣକୁ ବିରୋଧ କରି ଜିଲାପାଳଙ୍କୁ ଭେଟିଲେ ଶତାଧିକ ଲୋକ, କହିଲେ କାହା… ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରଦାନ କରିବା ପାଇଁ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଡିସେମ୍ବର ୨୬ ତାରିଖରେ ଏନେଇ ଆପତ୍ତି ଅଭିଯୋଗ ଗ୍ରହଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଥିଲା।...