ମୋଦିଙ୍କ ଅବସର ସମୟ ଆସିଗଲାଣି: କାହିଁକି ଏମିତି କହିଲେ ସଞ୍ଜୟ ରାଉତ
ନୂଆଦିଲ୍ଲୀ,୫।୩: ଶିବସେନା (ଉଦ୍ଧବ ଗୋଷ୍ଠୀ) ଏମ୍ପି ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଅବସର ନେବାର ସମୟ ଆସିଗଲାଣି, ସେଥିପାଇଁ ସେ ଜଙ୍ଗଲରେ ମଜା କରୁଛନ୍ତି।’ ରାଉତଙ୍କ ଏହି ବ୍ୟଙ୍ଗ...
ସିରିଆରେ ଇସ୍ରାଏଲ୍ର ବୋମା ବର୍ଷା
ଡମାସ୍କସ୍,୧୦ା୧୨: ସିରିଆରେ ବଶର ଅଲ୍-ଅସାଦ୍ ସରକାର କ୍ଷମତାଚ୍ୟୁତ ହେବା ପରେ ଇସ୍ରାଏଲ୍ର ଯୁଦ୍ଧବିମାନଗୁଡ଼ିକ ସୋମବାର ରାତିରୁ ଡମାସ୍କସ୍ ସମେତ ସାରା ଦେଶରେ ପ୍ରବଳ ବୋମାମାଡ଼ ଜାରି ରଖିଛନ୍ତି। ଯୁଦ୍ଧବିମାନଗୁଡ଼ିକ ରାଜଧାନୀ ଡମାସ୍କସ୍ର ପାଖାପାଖି ୨୫ କିଲୋମିଟର ପର୍ଯ୍ୟନ୍ତ ଯାଇଥିଲେ ବୋଲି...
୧୦ବର୍ଷ ପରେ ଲୋକ ସଭା ପାଇବ ବିରୋଧୀ ଦଳ ନେତା, ପୂର୍ବରୁ କିଏ ଥିଲେ
ନୂଆଦିଲ୍ଲୀ,୨୩।୬: ନିକଟରେ ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବୈଠକରେ କହିଥିଲେ ଯେ, ତାଙ୍କ ଦଶ ବର୍ଷ କାର୍ଯ୍ୟକାଳ ମଧ୍ୟରେ ସେ ଏକ ସଶକ୍ତ ବିରୋଧୀ ପାଇ ନାହାନ୍ତି। ଯାହା ତାଙ୍କୁ ଗଭୀର ଆଘାତ...
”ନିର୍ବାଚନ ସୋସିଆଲ ମିଡିଆରେ ନୁହେଁ, ଲୋକଙ୍କ ପାଖରେ ପହଞ୍ଚି ଜିତିବାକୁ ପଡିବ”; ବିରୋଧୀଙ୍କୁ କଟାକ୍ଷ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୯ା୧୨: ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ସମ୍ବୋଧିତ କରି ବିରୋଧୀଙ୍କୁ ପ୍ରତ୍ୟାଖାନ ଜନସାଧାରଣ କରିଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେଣୁକରି ସେମାନେ ସରକାରଙ୍କ ଯୋଜନାକୁ ବିରୋଧ କରି ସୋସିଆଲ ମିଡିଆରେ ନିର୍ବାଚନ ଜିତି ପାରିବେ ନାହିଁ, ଏଥିପାଇଁ...
ବିରୋଧୀ ଦଳଙ୍କୁ ଭୟଭୀତ କରୁଛି ଭାଜପା, ଦିନେ ଭୋଗିବାକୁ ପଡ଼ିବ ଏହାର ଫଳ: ଖାର୍ଗେଙ୍କ ଚେତାବନୀ…
ନୂଆଦିଲ୍ଲୀ,୨୮।୧୦: ଦେଶର ପାଞ୍ଚଟି ରାଜ୍ୟରେ ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ମଧ୍ୟପ୍ରଦେଶ, ଛତିଶଗଡ, ତେଲେଙ୍ଗାନା, ମିଜୋରାମ ଏବଂ ରାଜସ୍ଥାନରେ ଏନେଇ ରାଜନୈତିକ ଦଳଙ୍କ ପକ୍ଷରୁ ପ୍ରଚାର ଅଭିଯାନ ଜାରି ରହିଛି । ଏହି ସମୟରେ ରାଜସ୍ଥାନରେ ହୋଇଥିବା ଇଡି ଚଢ଼ାଉକୁ...
Archives
