Tag Archives: OPSC

ପୁଣି ପରୀକ୍ଷା ଦ୍ୱନ୍ଦ୍ୱ: ଗୋଟିଏ ସମୟରେ ୨ ପରୀକ୍ଷା

କଟକ,୮ା୧୧: ଆସନ୍ତାକାଲି ଗୋଟିଏ ଦିନରେ ଗୋଟିଏ ସମୟରେ ଦୁଇ ଦୁଇଟି ପରୀକ୍ଷା ରହିଛି। OPSC ପକ୍ଷରୁ ଆସନ୍ତାକାଲି ଅର୍ଥାତ୍‌ ରବିବାର ASO ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୯ଟା, ପୂର୍ବାହ୍ନ ୧୧ଟା ୩୦ ଓ ୨ଟା ୩୦ରେ ୩ଟି...

ପ୍ରକାଶ ପାଇଲା OPSC ରେଜଲ୍ଟ, ଶ୍ରେଷ୍ଠ ୧୦ ମଧ୍ୟରେ ଜଣେ ମାତ୍ର ମହିଳା

ଭୁବନେଶ୍ୱର, ୨୬।୯: ଓଡ଼ିଶା ପ୍ରଶାସନିକ ସେବା (OPSC) ପରୀକ୍ଷା 2023ର ଫଳାଫଳ ଆଜି ପ୍ରକାଶ କରିଛି। ଏହି ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ପ୍ରିୟାଂଶୁ ପାଲ୍ ପ୍ରଥମ ସ୍ଥାନ ଅଧିକାର କରି ଟପ୍ପର ହୋଇଛନ୍ତି। ଏହା ସହିତ ଦ୍ୱିତୀୟ ସ୍ଥାନରେ...

ଓଡ଼ିଶା ସିଭିଲ ସର୍ଭିସେସ ପ୍ରିଲିମ ପରୀକ୍ଷା-୨୦୨୪ର ତାରିଖ ଘୋଷଣା

କଟକ,୧୮।୯: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଓଡ଼ିଶା ସିଭିଲ ସର୍ଭିସେସ (ପ୍ରିଲିମ) ପରୀକ୍ଷା-୨୦୨୪ର ତାରିଖ ଘୋଷଣା କରିଛି। ପରୀକ୍ଷା ଅକ୍ଟୋବର ୧୨, ୨୦୨୫ରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଜୟପୁର ଓ ସମ୍ବଲପୁର ଏହି ଛଅଟି ଜୋନରେ ଅନୁଷ୍ଠିତ ହେବ।...

OPSC’କୁ ସଫଳ ନହୋଇଥିବା ପ୍ରାର୍ଥୀଙ୍କ ସାକ୍ଷାତକାର ମାର୍କ ପ୍ରକାଶ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୮।୯: ଓଡ଼ିଶା ସୂଚନା ଆୟୋଗ ‘ଓଡ଼ିଶା ଲୋକସେବା ଆୟୋଗ’ (ଓପିଏସସି)କୁ ନିଯୁକ୍ତି ପରୀକ୍ଷାରେ ଅସଫଳ ପ୍ରାର୍ଥୀଙ୍କ ସାକ୍ଷାତକାର ନମ୍ବର ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ମନୋଜ ପରିଡ଼ା ଏହି ସମ୍ପର୍କରେ ଏକ ଆଦେଶ ଜାରି...

ମନୋଜ ମହାନ୍ତି OPSC ସଦସ୍ୟ ନିଯୁକ୍ତ

ଭୁବନେଶ୍ୱର,୧୦।୭: IAS ମନୋଜ କୁମାର ମହାନ୍ତିଙ୍କୁ ରାଜ୍ୟ ସରକାର ଗୁରୁବାର OPSC ସଦସ୍ୟ ଭାବେ ନିଯୁକ୍ତ କରିଛନ୍ତି। ମନୋଜଙ୍କୁ ୬ ବର୍ଷ ପାଇଁ ରାଜ୍ୟ ସରକାର ଏହି ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ...

ସାନି ପରୀକ୍ଷା ନେଇ OPSC ପକ୍ଷରୁ ବିଜ୍ଞପ୍ତି, ଜାଣନ୍ତୁ ପୁରା ଖବର

କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍‌) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍‌ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ...

OCS ମେନ୍‌ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍‌

ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍‌ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ...

ଦଲାଲଙ୍କ ପ୍ରତି ସତର୍କ ରହିବାକୁ ଚେତେଇଦେଲା OPSC: ଜାଣନ୍ତୁ କିପରି କରିବେ ଅଭିଯୋଗ ?

କଟକ,୧୬।୧୨: ରାଜ୍ୟରେ ସରକାରୀ ନିଯୁକ୍ତିରେ ଦୁର୍ନୀତି ହେଉଥିବା ଖୋଦ ମୁଖ୍ୟମନ୍ତ୍ରୀ ବିଧାନସଭାରେ କହିବା ପରେ ଏହି ବିଷୟକୁ ନେଇ ବିବାଦ ସହିତ ଚର୍ଚ୍ଚା ମଧ୍ୟ ବୃଦ୍ଧି ପାଇଛି। ସେପଟେ ଏପ୍ରକାର ଦୁର୍ନୀତିରେ ଲିପ୍ତ ଥିବା ଦଲାଲଙ୍କୁ ବାନ୍ଧିଛି ପୋଲିସ। ଏହାରି...

ନିଯୁକ୍ତି ପରୀକ୍ଷାକୁ ନେଇ ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଅନିୟମିତତା କଲେ ଦୋଷୀଙ୍କୁ ମିଳିବ…

ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍‌ ବୈଠକରେ ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତରେ...

ଡିସେମ୍ବରରେ ହେବ ଓସିଏସ ପ୍ରିଲିମ୍ସ ପରୀକ୍ଷା, ଜାଣନ୍ତୁ ତାରିଖ

କଟକ,୬।୧୧: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ୨୦୨୩ ଓସିଏସ ପ୍ରିଲିମ୍ସ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ପୂର୍ବରୁ ଅକ୍ଟୋବର ୨୭ ତାରିଖରେ ଏହି ପରୀକ୍ଷା ହେବାକୁ ଥିବା ବେଳେ ବାତ୍ୟା ଦାନା ପାଇଁ ଏହାକୁ ସ୍ଥଗିତ ରଖାଯାଇଥିଲା। ଦୁଇଟି...

ସ୍ଥଗିତ ହେଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା

ଭୁବନେଶ୍ୱର,୨୩।୧୦: ସ୍ଥଗିତ ହେଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପ୍ରିଲିମକୁ ସ୍ଥଗିତ ରଖାଯାଇଛି। ପରୀକ୍ଷା ସ୍ଥଗିତ ନେଇ ଓପିଏସ୍‌ସି ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ ୭ଦିନ ମଧ୍ୟରେ ନୂଆ ପରୀକ୍ଷା ତାରିଖ ଆସିବ...

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ ଥିବା ବେଳେ ଓପିଏସସି ଏହାକୁ ବାତିଲ କରିଛି। ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri