ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ ଗ୍ଲାସ କମଳା ରସ ସହିତ ସକାଳ ଆରମ୍ଭ କରନ୍ତି, ତେବେ ଆପଣ ଜାଣନ୍ତି...