ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…