ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’ ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ ଅନୁମତି ପରେ ଦିଲ୍ଲୀ ଏମ୍ସ (AIIMS)ଠାରେ ‘ପାସିଭ ଇଉଥାନେସିଆ’ ବା ଇଚ୍ଛାମୃତ୍ୟୁ ପ୍ରକ୍ରିୟା…