ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ… ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର ୫ ପର୍ଯ୍ୟନ୍ତ ଦାରିଙ୍ଗବାଡ଼ି ଅଞ୍ଚଳରେ ରହିଥିବା ଇକୋ ରିଟ୍ରିଟ୍ ସମେତ ଘରୋଇ ଲଜ,...