ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ କାର୍ଯ୍ୟକାରୀ ପରିଷଦ ସମାରୋହରେ ଗୁରୁବାର ମୁଖ୍ୟମନ୍ତ୍ରୀ କହିଛନ୍ତି ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…