୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର ୨୩ରୁ ଢାକାର ଏଭରକେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଅନେକ ରୋଗରେ ପୀଡିତ...