ବ୍ୟାଙ୍କରେ ଆତଙ୍କ ଖେଳାଇ ୧୦ ଲକ୍ଷ ଟଙ୍କା ସହ ସୁନାଗହଣା ଲୁଟିନେଲେ ଡକାୟତ ଯୋଡ଼ା,୧୨ା୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା...