ଖୋର୍ଦ୍ଧା ଜିଲା ମହୋତ୍ସବରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସ୍ବତନ୍ତ୍ର ବିଶେଷାଙ୍କ ଷ୍ଟଲ ଉଦ୍ଘାଟିତ ଖୋର୍ଦ୍ଧା,୨୧।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଏବଂ ଓର୍ମାସ ଆନୁକୂଲ୍ୟରେ ଗୁରୁବାରଠାରୁ ଜିଲା ମହୋତ୍ସବ, ପୁସ୍ତକ ମେଳା ଓ ପଲ୍ଲିଶ୍ରୀ ମେଳା ଆରମ୍ଭ ହୋଇଛି। ଏହି ମେଳାରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସ୍ବତନ୍ତ୍ର ବିଶେଷାଙ୍କ ଷ୍ଟଲ ଉଦ୍ଘାଟିତ ହୋଇଯାଇଛି। ଖୋର୍ଦ୍ଧା ଅତିରିକ୍ତ…