ରାଜ୍ୟ ସରକାରଙ୍କୁ FSSAIର ନିର୍ଦ୍ଦେଶ: ବିଭ୍ରାନ୍ତିକର ‘ORS’ ଉତ୍ପାଦକୁ ତୁରନ୍ତ ହଟାଅ ନୂଆଦିଲ୍ଲୀ,୨୦।୧୧: ଉପଭୋକ୍ତାମାନଙ୍କୁ ବିଭ୍ରାନ୍ତ କରୁଥିବା ‘ORS’ ଲେବଲ୍ ଲାଗିଥିବା ସମସ୍ତ ଉତ୍ପାଦକୁ ତୁରନ୍ତ ବଜାରରୁ ହଟାଇବା ପାଇଁ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ୍ ଅଥରିଟି ଅଫ୍ ଇଣ୍ଡିଆ (FSSAI) ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ଖାଦ୍ୟ ସୁରକ୍ଷା...