Tag Archives: OSSC

OCS ମେନ୍‌ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍‌

ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍‌ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ…

ଏଲ୍‌ଟିଆର୍‌ ପରୀକ୍ଷାରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର,୨୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଓଡ଼ିଶା ଷ୍ଟାଫ ସିଲେକସନ୍‌ କମିଶନ(OSSC) ପକ୍ଷରୁ ଶିକ୍ଷକ ପରୀକ୍ଷାରେ ଅନିୟମିତତା ଅଭିଯୋଗ ହୋଇଛି। ସିଲ୍‌ ନ ଥିବା ପ୍ରଶ୍ନପତ୍ରକୁ ନେଇ କେନ୍ଦ୍ରରେ ଅସନ୍ତୋଷ ଜାହିର କରିଛନ୍ତି ପରୀକ୍ଷାର୍ଥୀ। ଲିଭ ଟ୍ରେନିଂ ରିସର୍ଚ୍ଚ ଟିଚର (ଏଲ୍‌ଟିଆର) ପରୀକ୍ଷା ରବିବାର…

OSSC ୨୫ କିଲୋମିଟର ଦୌଡ଼ ପରୀକ୍ଷା ବେଳେ ଅଘଟଣ: ଚାକିରି ଅଶାୟୀଙ୍କ ମୃତ୍ୟ

ସୁନ୍ଦରଗଡ,୪।୩(ଜୟ ନାରାୟଣ ମେଣ୍ଡୁଳି): ଓଏସ୍‌ଏସ୍‌ସି ଦ୍ୱାରା ଆୟୋଜିତ ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରୀକ୍ଷକ ପଦବୀ ପାଇଁ ଶାରୀରିକ ପରୀକ୍ଷା ଅନୁଷ୍ଠିତ ହେଉଥିବା ବେଳେ ଘଟିଛି ଦୁଃଖଦ ଘଟଣା। ଏହି ପରୀକ୍ଷା ଦୌଡ଼ ବେଳେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଛି।…

ନିଯୁକ୍ତି ପରୀକ୍ଷାକୁ ନେଇ ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଅନିୟମିତତା କଲେ ଦୋଷୀଙ୍କୁ ମିଳିବ…

ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍‌ ବୈଠକରେ ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତରେ ଏକ…

୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ…

୫୮୬ ଗ୍ରୁପ ବି, ସି ପଦବୀ ପାଇଁ ବିସ୍ତୃତ ବିଜ୍ଞାପନ ପ୍ରକାଶ କଲା ଓଏସଏସସି

ଭୁବନେଶ୍ୱର,୧୫ା୩: ମିଳିତ ସ୍ନାତକ ସ୍ତର ନିଯୁକ୍ତି ପରୀକ୍ଷା (ସିଜିଏଲଆୱାରି) ୨୦୨୪ ପାଇଁ ଓଡିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଶୁକ୍ରବାର ଦିନ ଏକ ବିସ୍ତୃତ ବିଜ୍ଞାପନ ପ୍ରକାଶ କରିଛି। ଅଫିସିଆଲ୍ ଓଏସଏସସି ବିଜ୍ଞପ୍ତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟାରେ ୫୮୬ ଗ୍ରୁପ୍…

OSSC ପରୀକ୍ଷା କ୍ୟାଲେଣ୍ଡର: ଫେବୃଆରୀରେ ହେବ ସାତ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ପରୀକ୍ଷା, ଜାଣନ୍ତୁ ସବିଶେଷ ବିବରଣୀ

ଭୁବନେଶ୍ୱର,୩।୨: ଫେବୃଆରୀ ୨୦୨୪ ମାସରେ ହେବାକୁ ଥିବା ନିଯୁକ୍ତି ପରୀକ୍ଷାର କାର୍ଯ୍ୟସୂଚୀ ଘୋଷଣା କରିଛି ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି)। ଆୟୋଗ ପକ୍ଷରୁ ଦିଆଯାଇଥିବା ସୂଚନା ନୌଯାୟୀ ଫେବୃଆରୀ ମାସରେ ସାତୋଟି ନିଯୁକ୍ତି ପରୀକ୍ଷା ପରୀକ୍ଷା ଅନୁଷ୍ଠିତ ହେବ। ତେବେ…

ମେଡିକାଲ ଟେକ୍ନିକାଲ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲା ଓଏସଏସସି

ଭୁବନେଶ୍ୱର, ୩୦।୧୨: ବିଭିନ୍ନ ମେଡିକାଲ ଟେକ୍ନିକାଲ ପଦବୀରେ ନିଯୁକ୍ତି ପାଇଁ ଓଡିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଏକ ବିଜ୍ଞାପନ ପ୍ରକାଶ ପାଇଛି। ଏହି ବୈଷୟିକ ପଦବୀଗୁଡ଼ିକ ଓଡିଶାର ଇଏସଆଇ ସ୍କିମ୍ ନିର୍ଦ୍ଦେଶାଳୟ ଅଧୀନରେ ପୂରଣ ହେବ। ଖାଲି ଥିବା ପଦବୀ…

ଓଏସଏସସି ସିଜିଏଲ ୨୦୨୩: ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାନୁୟାରୀ ୩ ରୁ ଆବେଦନ ଆରମ୍ଭ

ଭୁବନେଶ୍ୱର,୨୭।୧୨: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ଗ୍ରାଜୁଏଟ ଲେଭାଲ (ସିଜିଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିଥିବା ୮୩ଟି ଗ୍ରୁପ ‘ବି’ ଓ ଗ୍ରୁପ ‘ସି’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri