ଓଏସଏସସି ବାତିଲ କଲା ପରୀକ୍ଷା, ମିଳିତ ନିଯୁକ୍ତି ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା ଭୁବନେଶ୍ୱର,୫।୫: ଓଡ଼ିଶା ଷ୍ଟାଫ ସିଲେକସନ କମିଶନ (ଓଏସଏସସି) ସୋମବାର ଏପ୍ରିଲ ୨୭ରେ ଅନୁଷ୍ଠିତ ମିଳିତ ନିଯୁକ୍ତି ପରୀକ୍ଷା (ସିଆରଇ)କୁ ବାତିଲ କରିଛି। କମିଶନ ଘୋଷଣା କରିଛି ଯେ ସବ-ଇନ୍ସପେକ୍ଟର (ଏସଆଇ) ପରୀକ୍ଷା ପୁନର୍ବାର ଜୁଲାଇ ୬ରେ ଅନୁଷ୍ଠିତ ହେବ। ଓଏସଏସସି...