ossc ltr exam

ଏଲ୍‌ଟିଆର୍‌ ପରୀକ୍ଷାରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର,୨୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଓଡ଼ିଶା ଷ୍ଟାଫ ସିଲେକସନ୍‌ କମିଶନ(OSSC) ପକ୍ଷରୁ ଶିକ୍ଷକ ପରୀକ୍ଷାରେ ଅନିୟମିତତା ଅଭିଯୋଗ ହୋଇଛି। ସିଲ୍‌ ନ ଥିବା ପ୍ରଶ୍ନପତ୍ରକୁ ନେଇ କେନ୍ଦ୍ରରେ ଅସନ୍ତୋଷ…

9 months ago