OISF-OSSF ରେ ଖୁବ୍ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ…