ଶିଶୁଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ନେଇ ସଚେତନ କରାଇଲା ଶିକ୍ଷକ ସଂଘ ଭଞ୍ଜନଗର,୧୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୀନବନ୍ଧୁ ବେହେରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶନିବାର ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା ) ଭଞ୍ଜନଗର ଶାଖା ପକ୍ଷରୁ ବ୍ଲକସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ...