Tag Archives: otet

ସ୍ପେଶାଲ OTET ପୁଣି ସ୍ଥଗିତ: ଖୁବ୍‌ଶୀଘ୍ର ପ୍ରକାଶ ପାଇବ…

ଭୁବନେଶ୍ୱର,୨୧।୮: ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର...

OTET ବିନା ନିଯୁକ୍ତି ନିୟମିତକରଣ: ଓଡ଼ିଶାରେ ଶିକ୍ଷକ ନିଯୁକ୍ତି ନୀତି ଉଲ୍ଲଂଘନର ତଦନ୍ତ ଆରମ୍ଭ

ଭୁବନେଶ୍ୱର,୧୫।୮: ଓଡ଼ିଶାରେ ଅନେକ କନିଷ୍ଠ ଶିକ୍ଷକ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଉତ୍ତୀର୍ଣ୍ଣ ନହୋଇ ମଧ୍ୟ ଛଅ ବର୍ଷ ସେବା ପରେ ସରକାରୀ ଚାକିରିରେ ନିୟମିତ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗୁରୁତର ଭାବେ ଗ୍ରହଣ...

OTET ପ୍ରଶ୍ନପତ୍ର ଲିକ୍‌ ମାମଲା: ବୋର୍ଡ ଉପସଭାପତିଙ୍କୁ ପଚରାଉଚରା

କଟକ,୨ା୮: OTET ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ପଚରାଉଚରା କରାଯାଉଛି। କ୍ରାଇମବ୍ରାଞ୍ଚ ଅଫିସକୁ ଡାକି ବୋର୍ଡ ଉପସଭାପତିଙ୍କୁ ପଚରାଉଚରା କରାଯାଉଥିବାବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟର ମଧ୍ୟ ଯାଞ୍ଚ କରାଯାଉଥିବା ସୂଚନାରୁ ଜଣାପଡ଼ିଛି। ଜୁଲାଇ ୨୦ରେ...

OTET ପ୍ରଶ୍ନପତ୍ର ଲିକ୍‌ ମାମଲା: ବୋର୍ଡ ଅଫିସର ଜଣେ କର୍ମଚାରୀଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ

କଟକ,୩୦ା୭: Odisha Teacher Eligibility Test (OTET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ କ୍ରାଇମବ୍ରାଞ୍ଚ ତନାଘନା ଚଳାଇବା ସହ ବୋର୍ଡ ଅଫିସର ଜଣେ କର୍ମଚାରୀଙ୍କୁ ଉଠାଇ ନେଇଥିବା ସୂଚନାରୁ ପ୍ରକାଶ। କ୍ରାଇମବ୍ରାଞ୍ଚ ବୋର୍ଡ ଅଫିସ୍‌ର କର୍ମଚାରୀଙ୍କୁ ଜେରା କରୁଥିବା ଜଣାପଡ଼ିଛି। ସେହିପରି...

ଓଟିଇଟି ପରୀକ୍ଷା ପ୍ରତ୍ୟାହାର ନେଇ ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ମୁଖ୍ୟମନ୍ତ୍ରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଏକ ଦାବିପତ୍ର...

ଆସନ୍ତା ୨୪ରୁ ଓଟିଇଟି ପାଇଁ କରିପାରିବେ ଆବେଦନ, ପଢ଼ନ୍ତୁ ସମ୍ପୂର୍ଣ୍ଣ ସୂଚନା…

କଟକ,୨୧ା୬ (କାର୍ତ୍ତିକ ସାହୁ)- ଚଳିତ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ନିମନ୍ତେ ତାରିଖ ଚୂଡ଼ାନ୍ତ ହୋଇଛି। ଆସନ୍ତା ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଉକ୍ତ ଦିନ ସକାଳ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ...

ଗଣଶିକ୍ଷକଙ୍କୁ ଖୁସି ଖବର ଦେଲେ ନବୀନ: ବଢିଲା ଦରମା

ଭୁବନେଶ୍ୱର,୧।୩: ରାଜ୍ୟ ସରକାର ଗଣଶିକ୍ଷକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଟିଇଟି ପାସ୍‌ କରି ନ ଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ ଶୁକ୍ରବାର ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଫଳରେ ଗଣଶିକ୍ଷକଙ୍କ ଦରମା ୭ରୁ ବୃଦ୍ଧି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri