Tag Archives: otet

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା। ତାରିଖ ବଦଳିବା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି। RI…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର ସମୟସୀମା ଏପ୍ରିଲ ୯ ତାରିଖ ଯାଏ ଥିଲା। ଏବେ ଏହାକୁ ମାସେ ବୃଦ୍ଧି…

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍‌-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…

ନିଯୁକ୍ତି ନିୟମିତ ପାଇଁ OTET ବାଧ୍ୟତାମୂଳକ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୧୨।୧୨: ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଯୋଗ୍ୟତା ବାଧ୍ୟତାମୂଳକ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶରେ ସ୍ପଷ୍ଟ କରିଛନ୍ତି। ହାଇକୋର୍ଟ କହିଛନ୍ତି ଯେ, ଓଟିଇଟି କେବଳ ଦରମା ବୃଦ୍ଧି ପାଇଁ…

ସ୍ପେଶାଲ OTET ପୁଣି ସ୍ଥଗିତ: ଖୁବ୍‌ଶୀଘ୍ର ପ୍ରକାଶ ପାଇବ…

ଭୁବନେଶ୍ୱର,୨୧।୮: ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର OTET…

OTET ବିନା ନିଯୁକ୍ତି ନିୟମିତକରଣ: ଓଡ଼ିଶାରେ ଶିକ୍ଷକ ନିଯୁକ୍ତି ନୀତି ଉଲ୍ଲଂଘନର ତଦନ୍ତ ଆରମ୍ଭ

ଭୁବନେଶ୍ୱର,୧୫।୮: ଓଡ଼ିଶାରେ ଅନେକ କନିଷ୍ଠ ଶିକ୍ଷକ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଉତ୍ତୀର୍ଣ୍ଣ ନହୋଇ ମଧ୍ୟ ଛଅ ବର୍ଷ ସେବା ପରେ ସରକାରୀ ଚାକିରିରେ ନିୟମିତ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗୁରୁତର ଭାବେ ଗ୍ରହଣ କରି…

OTET ପ୍ରଶ୍ନପତ୍ର ଲିକ୍‌ ମାମଲା: ବୋର୍ଡ ଉପସଭାପତିଙ୍କୁ ପଚରାଉଚରା

କଟକ,୨ା୮: OTET ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ପଚରାଉଚରା କରାଯାଉଛି। କ୍ରାଇମବ୍ରାଞ୍ଚ ଅଫିସକୁ ଡାକି ବୋର୍ଡ ଉପସଭାପତିଙ୍କୁ ପଚରାଉଚରା କରାଯାଉଥିବାବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟର ମଧ୍ୟ ଯାଞ୍ଚ କରାଯାଉଥିବା ସୂଚନାରୁ ଜଣାପଡ଼ିଛି। ଜୁଲାଇ ୨୦ରେ ହେବାକୁ…

OTET ପ୍ରଶ୍ନପତ୍ର ଲିକ୍‌ ମାମଲା: ବୋର୍ଡ ଅଫିସର ଜଣେ କର୍ମଚାରୀଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ

କଟକ,୩୦ା୭: Odisha Teacher Eligibility Test (OTET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ କ୍ରାଇମବ୍ରାଞ୍ଚ ତନାଘନା ଚଳାଇବା ସହ ବୋର୍ଡ ଅଫିସର ଜଣେ କର୍ମଚାରୀଙ୍କୁ ଉଠାଇ ନେଇଥିବା ସୂଚନାରୁ ପ୍ରକାଶ। କ୍ରାଇମବ୍ରାଞ୍ଚ ବୋର୍ଡ ଅଫିସ୍‌ର କର୍ମଚାରୀଙ୍କୁ ଜେରା କରୁଥିବା ଜଣାପଡ଼ିଛି। ସେହିପରି ଗତକାଲି…

ଓଟିଇଟି ପରୀକ୍ଷା ପ୍ରତ୍ୟାହାର ନେଇ ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ମୁଖ୍ୟମନ୍ତ୍ରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଏକ ଦାବିପତ୍ର ପ୍ରଦାନ…

ଆସନ୍ତା ୨୪ରୁ ଓଟିଇଟି ପାଇଁ କରିପାରିବେ ଆବେଦନ, ପଢ଼ନ୍ତୁ ସମ୍ପୂର୍ଣ୍ଣ ସୂଚନା…

କଟକ,୨୧ା୬ (କାର୍ତ୍ତିକ ସାହୁ)- ଚଳିତ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ନିମନ୍ତେ ତାରିଖ ଚୂଡ଼ାନ୍ତ ହୋଇଛି। ଆସନ୍ତା ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଉକ୍ତ ଦିନ ସକାଳ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ ପେପର-୧…

ଗଣଶିକ୍ଷକଙ୍କୁ ଖୁସି ଖବର ଦେଲେ ନବୀନ: ବଢିଲା ଦରମା

ଭୁବନେଶ୍ୱର,୧।୩: ରାଜ୍ୟ ସରକାର ଗଣଶିକ୍ଷକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଟିଇଟି ପାସ୍‌ କରି ନ ଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ ଶୁକ୍ରବାର ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଫଳରେ ଗଣଶିକ୍ଷକଙ୍କ ଦରମା ୭ରୁ ବୃଦ୍ଧି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?