ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟ ସେବା ଠପ୍; ଲକ୍ଷ ଲକ୍ଷ ଉପଭୋକ୍ତା ଆଉଟଲୁକ (Outlook) ବ୍ୟବହାର କରିବାରେ ସମସ୍ୟା; OpenAI ଉପରେ ମଧ୍ୟ ପ୍ରଭାବ
ଓ୍ବାଶିଂଟନ,୧୩।୧୧: ଗୁରୁବାର ଏବଂ ଶୁକ୍ରବାର ସକାଳେ ଏକ ବୈଷୟିକ ତ୍ରୁଟି ଯୋଗୁ ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ଅନେକ ପ୍ରମୁଖ ପ୍ଲାଟଫର୍ମ ପ୍ରଭାବିତ ହୋଇଥିଲା। ଆଉଟଲୁକ (Outlook), ମାଇକ୍ରୋସଫ୍ଟ ଟିମ୍ସ (Microsoft Teams), କୋପାଇଲଟ (Copilot) ଏବଂ ମାଇକ୍ରୋସଫ୍ଟ ୩୬୫ (Microsoft 365) ଭଳି…

