ବସ୍କୁ ଓଭରଟେକ୍ କରିବା ସମୟରେ ଦୁର୍ଘଟଣା, ରାସ୍ତାକଡ଼କୁ ଖସି ପଡ଼ିବାରୁ… ବାଲିଗୁଡ଼ା,୨୬ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଘରୋଇ ଯାତ୍ରୀବାହୀ ବସ୍ ସହ ଏକ କାର୍ର ମୁହାଁମୁହିଁ ଧକ୍କା ହୋଇ ରାସ୍ତାକଡ଼କୁ ଖସିପଡ଼ିଛି ବସ୍। ଅଳ୍ପକେ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ବସ୍ରେ ଥିବା ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ…