ୟୁପି ନିର୍ବାଚନ ୨୦୨୭: ଓଓ୍ବାଇସିଙ୍କ ସହ ହାତ ମିଳାଇଲେ ଚନ୍ଦ୍ରଶେଖର, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
ଲକ୍ଷ୍ନୌ,୧୨।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୭ ପୂର୍ବରୁ ରାଜ୍ୟ ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି । ଆଜାଦ ସମାଜ ପାର୍ଟି (କାଂଶୀରାମ) ଓ ଅଲ୍ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦୁଲ୍ ମୁସଲିମିନ୍ (AIMIM) ମଧ୍ୟରେ ମେଣ୍ଟ ହୋଇଛି । ଏହି ମେଣ୍ଟର ନାଁ ‘ସାମାଜିକ…

