ପୁରୀ-କଟକରେ ଭାଙ୍ଗିଲା ଶହେ ବର୍ଷର ରେକର୍ଡ, ସମଗ୍ର ରାଜ୍ୟରେ ଖରା ଦିନରେ ପ୍ରବଳ ଶୀତ ଭୁବନେଶ୍ୱର,୨୦।୩: କାଳ ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବାରୁ ସମଗ୍ର ଓଡ଼ିଶାରେ କୋହଲା ପାଗ ଲାଗି ରହିଛି। ବୁଧବାର ପୁରୀ, କଟକ ଏବଂ ଭୁବନେଶ୍ୱରରେ...