ହଜିଯାଇଥିବା ୧୧୪ ଫୋନ୍ ଉଦ୍ଧାର କରି ମାଲିକଙ୍କୁ ହସ୍ତାନ୍ତର କଲା ପୋଲିସ ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଚଳାଯାଇ ବିଭିନ୍ନ ସ୍ଥାନରୁ ହଜିଯାଇଥିବା ମୋବାଇଲଗୁଡ଼ିକୁ ଉଦ୍ଧାର କରାଯାଇଛି। ସମୁଦାୟ ୧୧୪ଟି ମୋବାଇଲ ଜବତ କରାଯାଇଥିବାବେଳେ ଜିଲା ପୋଲିସ ମୁଖ୍ୟାଳୟ(ଡିପିଓ)ରେ ରବିବାର ଅନୁଷ୍ଠିତ ଏକ ‘ମୋବାଇଲ ହ୍ୟାଣ୍ଡଓଭର ମେଳା’…