ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେବେ। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଏକ ନୂତନ ଅଧ୍ୟୟନ ଅନୁଯାୟୀରୁ ଏହି ଖୁଲାସା…