ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ, ଏକାଧିକ ଆହତ ଭୁବନେଶ୍ୱର,୨୯ା୧୨: ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ହୋଇଛି। ହସ୍ପିଟାଲ ପରିସରରେ ଏମରଜେନ୍ସି ୱାର୍ଡ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ବିସ୍ଫୋରଣରେ ୩ରୁ ୪ ଜଣ ଆହତ ହୋଇଥିବା କୁହାଯାଉଛି। ଆହତମାନେ ବର୍ତ୍ତମାନ ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡିଛି।...