ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି ଟିପ୍ପଣୀ କରୁଛି, ତଦ୍ଦ୍ବାରା ଉପସାଗରୀୟ ଦେଶଗୁଡିକରେ ରହୁଥିବା ଭାରତୀୟଙ୍କ ପାଇଁ ବିପଦ ସୃଷ୍ଟି…