କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା
ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି...
ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ
ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନ କାଟିବାକୁ ନେଇ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଛି। ଖବର...
ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍ ରାଲି
ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର ବନ୍ଦକୁ ସଫଳ କରିବାକୁ ଜନସାଧାରଣ ତଥା ବିଭିନ୍ନ ସାମାଜିକ ଓ ଶ୍ରମିକ ସଂଗଠନର...
ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ
ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ ସୂର୍ଯ୍ୟନାରାୟଣ ନାଏକଙ୍କ ଧାନଖଳାରେ ଗଦା ହୋଇଥିବା ଧାନରେ ରାତିରେ ନିଆଁ ଲଗାଇ ଦେଇଛନ୍ତି...
ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ
ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ପଦ୍ମପୁର ସବକଲେକ୍ଟର ଅଫିସ...
ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚାଷୀଙ୍କଠାରୁ ମାର୍ଚ୍ଚ ୨୦୨୬ ଯାଏ ମଣ୍ଡିରୁ ଧାନ ସଂଗ୍ରହ ହେବ। ଚଳିତ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ। ବିଶେଷ କରି ଅମଳ ଧାନ ସମ୍ପର୍କରେ ଚାଷୀଙ୍କ ସହ...
ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…
ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଏହାକୁ ନେଇ...
ନଭେମ୍ବର ସରିଲା, ବିକ୍ରି ହେଲାନି ବସ୍ତାଏ ଧାନ
ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ୨୮ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୩ଦିନ ବିତି ଯାଇଛି। ଆଜି ଭୋରରୁ ବର୍ଷା ହୋଇଛି। ଅନେକ ସ୍ଥାନରେ କ୍ଷେତ, ଖଳାରେ ପଡ଼ିଥିବା ଅମଳ...
ରାଜ୍ୟରେ ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି
ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଆସନ୍ତା ଡିସେମ୍ବର ୨୫ରୁ ମଣ୍ଡି ଖୋଲିବ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଧାନ ନେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ବି ଦାୟିତ୍ୱ...
୨୦ରୁ ଆରମ୍ଭ ହେବ ଧାନକିଣା: ସୂଚନା ଦେଇ ମନ୍ତ୍ରୀ କହିଲେ ଏହି ଜିଲାରେ…
ଭୁବନେଶ୍ୱର,୧୩ା୧୧: ଆସନ୍ତା ୨୦ ତାରିଖରୁ ଖରିଫ ଧାନକିଣା ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ। ତେବେ ବରଗଡ଼ ଜିଲାରୁ ହିଁ ଧାନକିଣା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏଥିସହିତ ଧାନ ସଂରକ୍ଷଣ...
ପାଣିରେ ଭାସୁଛି ପାଚିଲା ଧାନ, ଗଜା ବାହାରିବା ଦେଖି ଚାଷୀ…
ଗଞ୍ଜାମ,୧୩ା୧୧(ବିଦ୍ୟାଧର ସାହୁ): ବାତ୍ୟା ମୋନ୍ଥା ପ୍ରଭାବରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ବେଳେ ଏବେ ପାଚିଲା ଧାନରେ କେନାଲ ପାଣି ପଶିଛି। ଚାଷୀ ଧାନ ଅମଳ କରି ଘରକୁ ନେବା ସମୟରେ ଜଳସେଚନ ବିଭାଗର ଖାମଖିଆଲ ନୀତି ଯୋଗୁ...
Archives


