paddy crop destroy

ଫସଲ ଉଜାଡ଼ିଲା କାଳବୈଶାଖୀ: ଝଡ଼ି ପଡ଼ିଛି ଅମଳକ୍ଷମ ଧାନ, ଚାଷୀ ଚିନ୍ତିତ

ବରଗଡ଼,୨୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଳ୍ପଦିନ ପରେ ରବିଧାନ ଅମଳ ଆରମ୍ଭ ହେବ। କିନ୍ତୁ ଏବେ କାଳବୈଶାଖୀ ଜିଲାର ଚାଷୀଙ୍କ ପାଇଁ କାଳ ସାଜିଛି। ଏହାର ପ୍ରଭାବରେ…

7 months ago