ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ… ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଏପର୍ଯ୍ୟନ୍ତ ୧୦ ଲକ୍ଷ ୫୦ ହଜାର ମେଟ୍ରିକ୍ ଟନ ଧାନ କିଣା ଯାଇଛି।...